ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା
Odisha Weather: ଆଜିଠୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସେହିପରି ପଶ୍ଚିମ ଓଡ଼ିଶାର ତାପମାତ୍ରା ପୁଣି ଉପର ମୁହାଁ ହେବ । ସେହିପରି ୯ ତାରିଖ ବେଳକୁ ସୁନ୍ଦରଗଡ଼଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଫୁଲବାଣୀ, ଟିଟଲାଗଡ଼ ଆଦିର ତାପମାତ୍ରା ୩୯ ଡିଗ୍ରୀ ଛୁଇଁପାରେ ।

ଅନ୍ୟପକ୍ଷରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପାଗ ଶୁଖିଲା ରହିବ । ଗତକାଲି ବୌଦ୍ଧ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୩୮.୮ ଡିଗ୍ରୀ ରେକର୍ଡ କରାଯାଇଥିଲା ଏବଂ ମାଲକାନଗିରିରେ ୩୭.୫, ଅନୁଗୁଳରେ ୩୭.୧ ଡିଗ୍ରୀ ତାପମାତ୍ରା ରହିଥିଲା । ୧୯୯୧ରୁ ୨୦୨୦ ମସିହାର ତାପମାତ୍ରା ଆଭରେଜ ତୁଳନାରେ ଚଳିତ ବର୍ଷ ଜାନୁଆରୀ ମାସ ସବୁଠାରୁ ଉତ୍ତପ୍ତ ମାସ ରହିଥିବା ନେଇ ବିଶ୍ବ ପାଣିପାଗ ସଂସ୍ଥାନ ସୂଚନା ଦେଇଥିଲା ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications