ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା, ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି

Odisha Weather: ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ପଶ୍ଚିମ ଓଡ଼ିଶାରେ ହୋଲିରେ ପ୍ରବଳ ଖରା ହେବା ନେଇ ପୂର୍ବାନୁମାନ କରାଯାଉଛି । ଚଳିତ ସପ୍ତାହରେ ୪ ଦିନ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ବା ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

Odisha

ଆଭ୍ୟନ୍ତରୀଣ ଓଡ଼ିଶାରେ ୧୩,୧୫, ଏବଂ ୧୬ ତାରିଖରେ ଅସମ୍ଭାଳ ତାତି ଅସ୍ତବ୍ୟସ୍ତ କରିବ ଏବଂ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ଖରା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+