ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ: ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲା ପାଇଁ ଯୋଜନା
ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ । ଟେଣ୍ଡର ଆହ୍ବାନ କଲା CRUT । ଘରୋଇ ସଂସ୍ଥାଙ୍କୁ ଟେଣ୍ଡର୍ ଆହ୍ବାନ କଲା CRUT ।

ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲା ପାଇଁ ଯୋଜନା । ପ୍ରଥମ ପର୍ଯ୍ୟାୟରେ ଆସିବ ୫ଟି ଡବଲ୍ ଡେକର୍ । ଡବଲ୍ ଡେକର୍ ଇ-ବସ୍ ପାଇଁ ୧୦ ବର୍ଷିଆ ଚୁକ୍ତି ହେବ । ସପ୍ଲାଏ, ଅପରେସନ୍, ମେଣ୍ଟେନାନ୍ସ ଓ କର୍ମଚାରୀ ସଂପୃକ୍ତ ସଂସ୍ଥା ଯୋଗାଇବ । ଆବଶ୍ୟକ ପଡ଼ିଲେ ଆହୁରି ୨ ବର୍ଷ ବଢ଼ା ଯାଇପାରେ ଚୁକ୍ତି ।












Click it and Unblock the Notifications