ଟେନିସ ତାରକା ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର: ଅନ୍ତର୍ଜାତୀୟ ଟେନିସ ତାରକା ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ ୩୧ତମ ଏକଲବ୍ୟ ପୁରସ୍କାର ପାଇବେ ଦେବାଶିଷ । ପୁରସ୍କାର ବାବଦରେ ୫ ଲକ୍ଷ ଟଙ୍କା ଓ ମାନପତ୍ର ପାଇବେ । ଇଣ୍ଡିଆନ ମେଟାଲସ୍ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଏହି ଘୋଷଣା ହୋଇଛି ।

ସେହିପରି ୨୦୨୩ ମସିହା ପାଇଁ ୨ ଜଣ ଉପବିଜେତାଙ୍କ ନାଁ ମଧ୍ୟ ଘୋଷଣା ହୋଇଛି । ସେମାନେ ହେଲେ ଆଥଲେଟ ବାପି ହାଁସଦା ଓ ଭାରୋତ୍ତୋଳକ ଜ୍ୟୋତ୍ସ୍ନା ସବର । ବାପି ଓ ଜ୍ୟୋତ୍ସ୍ନାଙ୍କୁ ୧ ଲକ୍ଷ ଲେଖାଏଁ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ । ୧୯୯୩ ମସିହାରୁ ନିରବଚ୍ଛିନ୍ନ ଭାବେ ଏହି ପୁରସ୍କାର ପ୍ରଦାନ କରି ଆସୁଛି ଇମ୍ପାକ୍ଟ ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications