ଭିଜିଲାନ୍ସ ଜାଲରେ ପଡ଼ିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ପାଟଣାଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ସୁଚନାନୁସାରେ ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଜିତ କୁମାର ପାଢୀ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।

vigilance

ଯନ୍ତ୍ରୀ ସୁଜିତ ପାଢୀ ନିଜ ଅଫିସରେ ବସିଥିଲେ । ଯନ୍ତ୍ରୀ ସୁଜିତ କୁମାର ପାଢୀ ଉକ୍ତ ଠିକାଦାରଙ୍କଠାରୁ ୧ ଲକ୍ଷ ଟଙ୍କା ଦାବି କରିଥିଲେ । ଠିକାଦାରଙ୍କ ବିଲ୍ ପାସ୍ କରାଇବା ପାଇଁ ତାଙ୍କଠାରୁ ୫୦ ହଜାର ଟଙ୍କା ଅଗ୍ରୀମ ନେଉଥିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ତେବେ ୫୦ ହଜାର ଟଙ୍କା ନେଉଥିବା ବେଳେ ପୂର୍ବରୁ ଛକି ବସିଥିବା ଭିଜିଲାନ୍ସ ତୁରନ୍ତ ତାଙ୍କ ପ୍ରକୋଷ୍ଠକୁ ଯାଇ ଧରିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+