ପୋଲାଭରମ ପ୍ରସଙ୍ଗକୁ ନେଇ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ

ଥମୁନି ପୋଲାଭରମ ପ୍ରସଙ୍ଗ । ପୋଲାଭରମ ପ୍ରସଙ୍ଗକୁ ନେଇ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ଆସନ୍ତା ଜାନୁଆରୀ ମାସରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି ।

Biju Janata Dal

ମାଲକାନଗିରି ମୋଟୁରୁ ରାଜଧାନୀ ଏବଂ ରାଜଧାନୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ ବିଜେଡି। ଓଡିଶାକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ। ବିଜେଡି ପୋଲାଭରମ କମିଟି ଦିଲ୍ଲୀ ଗସ୍ତ କରିଥିଲା । ସେଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଏବଂ ଏସିଏସଟି କମିଶନ ଭେଟିଥିଲେ। ସେ ରିପୋର୍ଟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ସେହିପରି ଏହାପୂର୍ବରୁ ମଧ୍ୟ ପୋଲାଭରମ ପ୍ରସଙ୍ଗ ନେଇ ବିଧାନସଭାରେ ସ୍ୱର ଉଠାଇଥିଲେ ବିଜେଡି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+