Get Updates
Get notified of breaking news, exclusive insights, and must-see stories!

‘ଶ୍ରୀ ଅନ୍ନ ଅଭିଯାନ’ ପାଇଁ ୪ ଶହ କୋଟି ବ୍ୟୟ ବରାଦ

ରାଜ୍ୟ ବଜେଟ୍ ୨୦୨୬-୨୭ ଉପସ୍ଥାପିତ। ମୋଟ ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟ୍‌ରେ ମାଣ୍ଡିଆ ଭଳି ଜଳବାୟୁ ସହନଶୀଳ ଏବଂ ପୁଷ୍ଟିକର ଶସ୍ୟକୁ ପୁନର୍ଜୀବିତ କରି ପୁଷ୍ଟିକର ଖାଦ୍ୟ ସୁରକ୍ଷା ଯୋଗାଇବା ପାଇଁ 'ଶ୍ରୀ ଅନ୍ନ ଅଭିଯାନ' ପାଇଁ ୨୦୨୬-୨୬ ଆର୍ଥିକ ବର୍ଷରେ ୪ ଶହ କୋଟି ଟଙ୍କାର ବ୍ୟବସ୍ଥା ରହିଛି।

mohan majhi

ଧାନ ଉପରେ ଅତ୍ୟଧିକ ନିର୍ଭରଶୀଳତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜଳବାୟୁ ସହନଶୀଳ କୃଷିକୁ ପ୍ରାଥମିକତା ଦେଇ ବିଭିନ୍ନ କିସମର ଡାଲି ,ତୈଳ ବୀଜ ଏବଂ ଦେଶୀ ସୁଗନ୍ଧିତ ଓ ଅଣସୁଗନ୍ଧିତ ଧାନ ଚାଷକୁ ପ୍ରୋତ୍ସାହିତ କରାଯାଉଛି। ଏଥିପାଇଁ ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ଫସଲ ବିବିଧକରଣ କାର୍ଯ୍ୟକ୍ରମ , ସ୍ୱଦେଶୀ ପ୍ରଜାତିର ଧାନକୁ ପ୍ରୋତ୍ସାହନ ଏବଂ ଅମଳ ପରବର୍ତ୍ତୀ ଧାନ ପଡ଼ିଆର ବ୍ୟାପକ ପରିଚାଳନା ଆଦି ପଦକ୍ଷେପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ମୋଟ ୪ ଶହ ୬୯ କୋଟି ଟଙ୍କାର ବ୍ୟୟ ବରାଦ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+