Get Updates
Get notified of breaking news, exclusive insights, and must-see stories!

ବାଜିଲା ବିଗୁଲ, ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଓଡ଼ିଶାର ୪ ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଆସନ୍ତା ୫ ତାରିଖ ନାମାଙ୍କନ ଭରିବାର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ଯାହାର ।

ମାର୍ଚ୍ଚ ୧୬ରେ ନିର୍ବାଚନ ହେବ । ସାଂସଦ ସୁଜିତ କୁମାର, ମମତା ମହନ୍ତ, ନିରଞ୍ଜନ ବିଶି ଓ ମୁନ୍ନା ଖାଁଙ୍କ କାର୍ଯ୍ୟକାଳ ସରୁଛି । ବିଧାନସଭାର ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ଏହି ଚାରି ଆସନ ମଧ୍ୟରୁ ବିଜେପିର ଦୁଇ ଜଣ ଓ ବିଜେଡିର ଜଣେ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହେବା ସୁନିଶ୍ଚିତ। କିନ୍ତୁ ଚତୁର୍ଥ ଆସନ ପାଇଁ କିଏ ପ୍ରାର୍ଥୀ ହେବେ ତାହା ଉପରେ ରାଜ୍ୟ ରାଜନୀତିର ନଜର ରହିଛି ।

Rajya Sabha elections
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+