Get Updates
Get notified of breaking news, exclusive insights, and must-see stories!

ଚଳିତ ବର୍ଷ ପ୍ରଥମ ଥର ୩୫ ଡିଗ୍ରୀ ଛୁଇଁଲା ରାଜଧାନୀ ତାତି

ଚଳିତ ବର୍ଷ ପ୍ରଥମ ଥର ୩୫ ଡିଗ୍ରୀ ଛୁଇଁଲା ରାଜଧାନୀ ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ କରାଯାଇଛି ।

temperature reached

ଏବେ ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ କମିବାକୁ ଲାଗିଲାଣି । ଦିନରେ ଟାଣ ଖରା ହେଉଥିବା ବେଳେ ରାତିରେ ଟିକେ ଟିକେ ଥଣ୍ଡା ଅନୁଭୂତ ହେଉଛି । ତା ସାଙ୍ଗକୁ ପୁଣି ଘନ କୁହୁଡି ମଧ୍ୟ ଦୃଶ୍ୟମାନ ହେଉଛି । ହେଲେ ସବୁଠୁ ଚିନ୍ତାର କଥା ହେଉଛି, ଡରାଇଲାଣି ଫେବୃଆରୀ ତାତି । ଖରା ଦିନ ଆରମ୍ଭ ନହେଉଣୁ, ଜଳାଇଲାଣି ତାତି । ଚଳିତ ବର୍ଷରେ ପ୍ରଥମ ଥର ପାଇଁ ଓଡିଶାର ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ଛୁଇଁଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+