ଅଦିନିଆ ରଥଯାତ୍ରାକୁ ନାପସନ୍ଦ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରେସମିଟ୍ । ଅଦିନିଆ ରଥଯାତ୍ରାକୁ ନାପସନ୍ଦ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ପରମ୍ପରା ଭଙ୍ଗ କରି ଇସ୍କନ ପକ୍ଷରୁ ସ୍ନାନ ଯାତ୍ରା ଓ ରଥଯାତ୍ରା କରାଯାଉଛି । ଇସ୍କନ ପକ୍ଷରୁ ସ୍ନାନ ଯାତ୍ରା ଓ ରଥଯାତ୍ରା ଶାସ୍ତ୍ର ଅନୁମୋଦିତ ନୁହେଁ। ଏନେଇ ଇସ୍କନ ମାୟାପୁରୀର ଶାସ୍ତ୍ର ବିଶେଷଜ୍ଞଙ୍କ ସହ ଆଲୋଚନା ହୋଇଛି। କେବଳ ଧାର୍ଯ୍ୟ ତିଥି ଅନୁସାରେ ସବୁ କିଛି ହେବା କଥା ସହମତି ହୋଇଛି।
ଏହା ମଧ୍ୟ ଗତ ପରିଚାଳନା କମିଟି ବୈଠକରେ ଅନୁମୋଦିତ ହୋଇଛି ।













Click it and Unblock the Notifications