ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ ।

mohancharam majhi

ପ୍ରଧାନମନ୍ତ୍ରୀ ଏବଂ ବିଜେପି ସଭାପତିଙ୍କ ନେତୃତ୍ୱରେ ଓଡିଶାରେ ପ୍ରଥମ ଥର ବିଜେପି କ୍ଷମତାକୁ ଆସିଛି । ଆଜି ପ୍ରଥମେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ । ଏହାପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିଥିଲେ । ଏବେ ଜେପି ନଡ୍ଡାଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଅଛନ୍ତି ।

ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ରହିଛନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସଡକ ପରିବହନ ମନ୍ତ୍ରୀ ନୀତୀନ ଗଡକରୀଙ୍କୁ ଭେଟିଛନ୍ତି ମୋହନ ମାଝୀ । ସେହିପରି ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+