ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି।

mohancharanmajhi

ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲିଠୁ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+