ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଛନ୍ତି । ମନ୍ କି ବାତ୍ କାର୍ଯ୍ୟକ୍ରମର ୧୧୫ ତମ ସଂସ୍କରଣ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ସେହି ସମୟରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Mohan Charan Majhi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ୍ କି ବାତ୍ କାର୍ଯ୍ୟକ୍ରମର ୧୧୫ତମ ସଂସ୍କରଣରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୂହୁର୍ତ୍ତଗୁଡ଼ିକୁ ମନେ ସ୍ମରଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର ସୁଯୋଗ ସେ ପାଇଛନ୍ତି। ସେ କହିଛନ୍ତି ଦୁଇ ମହାନ ବ୍ୟକ୍ତିଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ଆସୁଛି। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ୩୧ ଅକ୍ଟୋବରରୁ ଆରମ୍ଭ ହେବ। ଏହା ପରେ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ୧୫ ନଭେମ୍ବରରୁ ଆରମ୍ଭ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+