ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ସ୍ମାର୍ଟ ସିଟି ହେବ କଟକ ସହର

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି ।

Mohan Charan Majhi

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି । କଟକ ସହର ହେଉଛି ଭାଇଚାରାର ସହର । ଏଭଳି ପୂଜା ସାରା ବିଶ୍ୱରେ କେଉଁଠି ଅଛି ମୁଁ ଦେଖିନାହିଁ । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ମାଆଙ୍କ ଦର୍ଶନ କଲି । କଟକରେ ଭାଇଚାରା ରହିଆସିଛି । କଟକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମେ ଧ୍ୟାନ ଦେବୁ । ଆଗାମୀ ଦିନରେ ଓଡ଼ିଶା ସମୃଦ୍ଧ ଓଡ଼ିଶା ହେବ ।

ଓଡ଼ିଶାକୁ କଟକ ସହ ସମୃଦ୍ଧି ଆଣନ୍ତୁ ବୋଲି ପ୍ରାର୍ଥନା କଲି । ତେଣୁ କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ । କଟକରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ । ୩୪ ମଣ୍ଡପ ବୁଲି ମାଆଙ୍କ ଆଶୀର୍ବାଦ ନେଲେ ମୋହନ ମାଝୀ । ଖାନନଗରରେ ଦହିବରା ଆଳୁଦମ ଖାଇଲେ । ସଂଧ୍ୟାରେ କେନ୍ଦୁଝର ଯାଇ ମାଆଙ୍କୁ ଦର୍ଶନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+