ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ।

mohancharanmajhi

ତାଙ୍କର ସରକାରର ପ୍ରଥମ ବଜେଟ ଉପସ୍ଥାପନ କରିବା ତାଙ୍କ ପାଇଁ ଆନନ୍ଦ ଓ ଗୌରବର ବିଷୟ ବୋଲି ଏହି ଅବସରରେ ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ତାଙ୍କ ସରକାର ସମାଜର ୪ ବର୍ଗ ଗରିବ, ମହିଳା, କୃଷକ ଓ ଯୁବପିଢିଙ୍କ ଉପରେ ସର୍ବାଧିକ ଗୁରୁତ୍ବ ପ୍ରଦାନ କରୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+