Get Updates
Get notified of breaking news, exclusive insights, and must-see stories!

ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଶୀଘ୍ର ସହାୟତା ଦେବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

Cyclone Dana

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+