ଆଜି କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
Odisha News: ଆଜି କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଯାହା ଦ୍ୱାରା ରାଜ୍ୟର ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ଚାକିରି । କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ ।

ଏଥିସହ ଗୁଣାତ୍ମକ ଶିକ୍ଷାଦାନ ନେଇ ମାର୍ଗଦର୍ଶନ କରାଇବେ ମୁଖ୍ୟମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅନେକ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେବ












Click it and Unblock the Notifications