ନିବେଶକ ସମ୍ମିଳନୀରେ ଯୋଗଦେବେ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ୍‌ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ଆଲୋଚନା କରିବେ।

mohancharanmajhi

ସୂଚନାଯୋଗ୍ୟ, ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ଯାଇଥିଲେ। ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯାଇଥିଲେ ମୁଖ୍ୟମନ୍ତ୍ରୀ।

ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯାଇଥିଲେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିଥିଲେ।

ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇଁବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+