Get Updates
Get notified of breaking news, exclusive insights, and must-see stories!

ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ବାତ୍ୟା ସରିଲା ଦୁଃଖ ବଢ଼ିଲା । ବାତ୍ୟା ଦାନା ପରେ ଆଜି ଦ୍ୱିତୀୟ ଦିନରେ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ।

Cyclone Dana

ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ପରଖିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ଵ ମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି। ତେବେ ରବିବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ସହାୟତା ପ୍ରଦାନ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦେଶ ଦେଇଥିଲେ। ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+