୧୦ ତାରିଖ ଅର୍ଥାତ୍ ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଆଗାମୀ ଫେବୃଆରୀ ୧୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।

public complaint hearing

ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+