ମାର୍ଚ୍ଚ ୩ରେ ଖୋଲା ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହି ତାରିଖରୁ ପଞ୍ଜୀକରଣ ଆରମ୍ଭ

ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।

Chief Minister s Public Grievance Hearing

ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+