ଆଜିଠୁ ପୁଣି ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି, ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜିକରଣ

ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ହେବ। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଶୁଣାଣି କରିବେ। ଏଥିପାଇଁ ଲୋକେ ଦିନ ୮ଟାରୁ ୧୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ।

jan sunani

ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ଆରମ୍ଭ ହୋଇଛି। ପ୍ରତି ସୋମବାର ଦିନ ୧୧ଟାରୁ ମୋହନ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+