ମୁଖ୍ୟ ଶାସନ ସଚିବଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି । ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ ଅଫିସରମନୋଜ ଆହୁଜା ଜୁନ୍ ୩୦ରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗ ଦେଇଛନ୍ତି।

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ନେବା ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି।












Click it and Unblock the Notifications