ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ: କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ୍‌ ସହ କଣ୍ଟ୍ରାକ୍ଟ ବାତିଲ । କଣ୍ଟ୍ରାକ୍ଟ ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ । ଦିଲ୍ଲୀ ମେଟ୍ରୋ ଓ ସିଗାଲ ଇଣ୍ଡିଆ ସହ ହୋଇଥିବା ଚୁକ୍ତି ବାତିଲ। ୬ଟି ମେଟ୍ରୋ ଷ୍ଟେସନ ପାଇଁ ଥିବା ଟେଣ୍ଡର ବାତିଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+