ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ୧୭ରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ
ବିଢିଲା ବିରୋଧି ଦଳ ନେତା ଜୟନାରାୟଣଙ୍କ ମିଶ୍ରଙ୍କ ଚିନ୍ତା । ୧୭ ତାରିଖରେ ହାଜର ହେବା ପାଇଁ ଭୁବନେଶ୍ୱର ଅତିରିକ୍ତ ଦୌରା ଜଜ୍ ଦେଲେ ନିର୍ଦ୍ଦେଶ । ଏହି ମାମଲାରେ ଅନ୍ୟ ୧୨ ଜଣଙ୍କୁ ମଧ୍ୟ ହାଜର ହେବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଛି ।

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲା । ବଢିଲା ବିରୋଧି ଦଳ ନେତା ଜୟନାରାୟଣଙ୍କ ମିଶ୍ରଙ୍କ ଚିନ୍ତା । ୧୭ ତାରିଖରେ ହାଜର ହେବା ପାଇଁ ଭୁବନେଶ୍ୱର ଅତିରିକ୍ତ ଦୌରା ଜଜ୍ ଦେଲେ ନିର୍ଦ୍ଦେଶ । ଏହି ମାମଲାରେ ଅନ୍ୟ ୧୨ ଜଣଙ୍କୁ ମଧ୍ୟ ହାଜର ହେବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଛି ।
ସୂଚନାଥାଉ ଯେ, ୨୦୧୮ ମସିହା ବିଜେପୁର ଉପ ନିର୍ବାଚନ ସମୟରେ ଦିଲେଶ୍ୱର ହାତ୍ୟା ମାମଲାରେ ବିରୋଧି ଦଳ ନେତା ଜୟନାରାୟଣ ମିଶ୍ରଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା । ଏହି ମାମଲାରେ ହାଇକୋର୍ଟରୁ ସର୍ତ୍ତମୂଳର ଜାମିନରେ ଅଛନ୍ତି ବିଜେପି ନେତା । ହେଲେ ବର୍ତ୍ତମାନ ସେ ନିୟମ ଉଲ୍ଲଂଘନ କରୁଥିବାର ଅଭିଯୋଗ ହୋଇଛି । ଅସୁସ୍ଥତା ଆଳରେ ସେ କୋର୍ଟରେ ହାଜର ହେଉ ନାହାଁନ୍ତି ହେଲେ ରାଜନୈତୀକ ରାଲିରେ ସେ ଯୋଗ ଦେଉଛନ୍ତି ବୋଲି ବିମଲ ଭୁଏ ନାମକ ବ୍ୟକ୍ତି ଅଭିଯୋଗ କରିଛନ୍ତି । ଯାହା ପରେ ୧୭ ତାରିଖରେ କୋର୍ଟରେ ହାଜର ହେବା ପାଇଁ ଜୟନାରାୟଣ ମିଶ୍ରଙ୍କ ସମେତ ଅନ୍ୟ ୧୨ ଜଣଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications