୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ସରିବ: DGP
ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୋଲିସର ବଡ଼ ପଦକ୍ଷେପ ।କନ୍ଧମାଳରେ ପୋଲିସ ମହାନିର୍ଦ୍ଦେଶକଙ୍କ ବଡ଼ ସମୀକ୍ଷା ।ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରୁ ମାଓବାଦୀ ମୂଳପୋଛ ଟାର୍ଗେଟ୍। ମାଓବାଦୀଙ୍କୁ ସରେଣ୍ଡର ପାଇଁ ସ୍ବତନ୍ତ୍ର ପଲିସି କରାଯାଇଛି।













Click it and Unblock the Notifications