ଦିଲ୍ଲୀପଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି , ଏବେ ଓହ୍ଲାଇ ପାରନ୍ତି ମଇଦାନକୁ

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ଆଶ୍ବସ୍ତି । ଦିଲ୍ଲୀପଙ୍କ ଦିଲ୍ଲୀ ହାଇକୋର୍ଟରୁ ମିଲିଆ ଆଶ୍ୱସ୍ତି । ବହୁ ଚର୍ଚ୍ଚିତ କୋଇଲା ଦୁର୍ନୀତି ମାମଲାରେ ଦିଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ । ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ ଅଦାଲତଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଏନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା ମିଳିଛି।

dillip ray

୧୯୯୯ରେ ଦିଲୀପ କେନ୍ଦ୍ରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ। ଏହି ସମୟରେ ଝାଡ଼ଖଣ୍ଡର ଗିରିଡ଼ିହ ସ୍ଥିତ ବ୍ରହ୍ମଡିହ କୋଲ୍ ବ୍ଲକ ଆବଣ୍ଟନ କରାଯାଇଥିଲା। ଏଥିରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ତଦନ୍ତ କରିଥିଲା ସିବିଆଇ। ୬ ଅକ୍ଟୋବର ୨୦୨୦ରେ ମାମଲାର ଶୁଣାଣି କରିଥିଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ।

ଦିଲୀପଙ୍କ ସମେତ କୋଇଲା ମନ୍ତ୍ରଣାଳୟର ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କ ସମେତ କ୍ରାଷ୍ଟନ୍ ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର ଅଗ୍ରୱାଲଙ୍କୁ ସିବିଆଇ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଏହି ମାମଲାରେ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+