ବିଧାନସଭାରେ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ୬ ବର୍ଷରେ ହୋଇଛି ୮ ହଜାର ବାଲ୍ୟ ବିବାହ

ଆଜି ବିଧାନସଭାରେ ବଡ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜ୍ୟରେ ୬ ବର୍ଷରେ ୮ ହଜାର ୧୫୯ ବାଲ୍ୟ ବିବାହ ହୋଇଛି ବୋଲି ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି । ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

prabhati parida

ନବରଙ୍ଗପୁରରେ ସର୍ବାଧିକ ୧୩୪୭ ବାଲ୍ୟ ବିବାହ ହୋଇଛି । ଗଞ୍ଜାମ ୯୬୬, କୋରାପୁଟରେ ୬୩୬ ବାଲ୍ୟ ବିବାହ ହୋଇଛି । ୬ ବର୍ଷ ମଧ୍ୟରେ ୩୨୮ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି ବୋଲି ଆଜି ସେ ବିଧାନସଭାରେ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+