ପୁଅର ଜୀବନ ନେଇଥିଲା ବାପା, କୋର୍ଟ ଦେଲେ ଆଜୀବନ କାରାଦଣ୍ଡ

ପୁଅକୁ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ଭୁବନେଶ୍ୱର ଏଡିଜେ ୨ କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ।

life imprisonment

ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା କରିଥିଲା । ୧୧ ମାର୍ଚ୍ଚ ୨୦୧୯ ରେ ଏହି ହତ୍ୟାକାଣ୍ଡ ଘଟିଥିଲା । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ । ନିଜ ସାବତ ପୁଅକୁ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଅଭିଯୁକ୍ତ। ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ କରିଥିଲା ପୁଲିସ ଓ ପରେ ହତ୍ୟାକାଣ୍ଡ ମାମଲା ରୁଜୁ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+