ଚିନ୍ତା ବଢାଇଲେ ଶିମିଳିପାଳ ନିଆଁ, ସୁରକ୍ଷା ପାଇଁ ନିୟୋଜିତ ହେଲେ ୨୬ ଜଣିଆ ଟିମ୍

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ଶିମିଳିପାଳ ଅଭୟାରଣ୍ୟର ଉଭୟ ଉତ୍ତର ଓ ଦକ୍ଷିଣରେ ୪୩ଟି ପଏଣ୍ଟରେ ଲାଗିଥିବା ଜଣା ପଡ଼ିଛି। ଉତ୍ତର ଶିମିଳିପାଳର ୧୮ ଟି ପଏଣ୍ଟ ଓ ଦକ୍ଷିଣ ଶିମିଳିପାଳର ୨୫ ଟି ସ୍ଥାନରେ ନିଆଁ ଲାଗିଥିଲା ଏସବୁ ନିଆଁ ମନୁଷ୍ୟ କୃତ ବୋଲି କହିଛନ୍ତି ଶିମିଳିପାଳ ଉପ ନିର୍ଦ୍ଦେଶକ ସମ୍ରାଟ ଗୈଡ଼ା।

Shimilipal forest

ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ଜାଗାରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ ୨୬ ଜଣିଆ ଓଡ୍ରାଫ ଟିମ ସହିତ ଅଗ୍ନିଶମ ବିଭାଗ ନିୟୋଜିତ ହୋଇଛନ୍ତି। ଶିମିଳିପାଳରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ଜଟିଳ ସ୍ଥିତି ଥିବା ବେଳେ ସେ ସବୁକୁ ଆୟତ୍ତ କରାଯାଇଛି ବୋଲି କହିଛନ୍ତି ଶିମିଳିପାଳ ଉପ ନିର୍ଦ୍ଦେଶକ।

ତେବେ ଚଳିତ ବର୍ଷ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ପୂର୍ବରୁ ବିଭିନ୍ନ ସମୟରେ ସଚେତନତା ରାଲି ଓ ୧୦୦ରୁ ଅଧିକ ମିଳିତ ମକଡ୍ରିଲ କରିଛି ବନବିଭାଗ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+