ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା, ପ୍ରକାଶ ପାଇଲା ବିଜ୍ଞପ୍ତି

ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

census
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+