ଏହି ତାରିଖରେ ହେବ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର : ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ ତାରିଖରେ ବସିବ । ଏହି ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ହେବେ । ଶାସନକୁ ଆସିବା ପରେ ଏହା ବିଜେପିର ପ୍ରଥମ କାଯ୍ୟକାରିଣୀ ବୈଠକ । ତେବେ ପୁରୀରେ ବୈଠକ ବସିବା ନେଇ ଚର୍ଚ୍ଚା ହେଉଛି । ଏନେଇ କୌଣସି ସ୍ପଷ୍ଟ ଚିତ୍ର ଆସିନି ।

manmohan samal

ବୈଠକରେ ଯୋଗଦେଇପାରନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଚୂଡାନ୍ତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+