ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ। ବିଧାନସଭାରେ ଆସିଲା ସାଂଘାତିକ ତଥ୍ୟ। ସମ୍ପତ୍ତି ଲୁଚାଉଛନ୍ତି ସରକାରୀ ବାବୁ। ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ତଥ୍ୟ ସହ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ୍ଜିଆଇରୁ ପ୍ରାପ୍ତ ସୂଚନା ଅନୁଯାୟୀ, ମାର୍ଚ୍ଚ ଦୁଇ ତାରିଖ ସୁଦ୍ଧା ୧,୨୫,୮୪୭ ଜଣ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିନାହାନ୍ତି।

ରାଜ୍ୟ ସରକାରଙ୍କ ଅଧୀନରେ ଥିବା କର୍ମଚାରୀଙ୍କ ନିମନ୍ତେ, ୨୦୨୫ ବର୍ଷ ପାଇଁ ସମ୍ପତ୍ତି ତାଲିକା ଦାଖଲ କରିବାର ସମୟସୀମାକୁ ମାର୍ଚ୍ଚ ୩୧, ୨୦୨୬ ପର୍ୟ୍ୟନ୍ତ କୋହଳ କରିଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବର୍ଗର କର୍ମଚାରୀଙ୍କୁ ସେମାନଙ୍କ ବାର୍ଷିକ ସଂପତ୍ତି ତାଲିକା କୁ ଐଜଗଝର ଅନ୍ଲାଇନ୍ ପୋର୍ଟାଲ୍ରେ ପୂର୍ବରୁ ଜାନୁଆରୀ ପହିଲାରୁ ଜାନୁୟାରୀ ୩୧ର ସମୟସୀମା ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏବେ ସେହି ଅବଧୀ ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ବଢ଼ାଇଛନ୍ତି ରାଜ୍ୟ ସରକାର ।
More From
-
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ -
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ -
କର୍ତ୍ତବ୍ୟରେ ଅବହେଳା ପାଇଁ ୩ ବନ କର୍ମଚାରୀ ସସପେଣ୍ଡ -
ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼; ଦଳ ଛାଡ଼ିଲେ ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା -
ବିଧାନସଭାରେ ବିରୋଧୀ ବିରୋଧୀଙ୍କ ହୋହଲ୍ଲା; ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ -
ରାଜ୍ୟରେ ଆଜିଠାରୁ ବଢିବ ତାତି -
ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ












Click it and Unblock the Notifications