Get Updates
Get notified of breaking news, exclusive insights, and must-see stories!

ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର, ଜାଣନ୍ତୁ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ,ଚାଷୀଙ୍କ ପାଇଁ ଖୁସିଖବର। କାଳିଆ ଯୋଜନାରେ ଚାଷୀଙ୍କୁ ସହାୟତା ଆଉ ୩ ବର୍ଷ ପର୍ଯ୍ୟନ୍ତ ରାଜ୍ୟ ସରକାର ବଢାଇଛନ୍ତି । ଆଜି ବସିଥିବା ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ୩ ବର୍ଷ ଯୋଜନା ପାଇଁ ୬୦୨୯.୭୦ କୋଟି ଖର୍ଚ୍ଚ ହେବ। ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏ ସହାୟତା ରାଶି ମିଳିବ ।

 kalia yojana

ଏଥିସହିତ ରାଜ୍ୟ ସରକାର କାଳିଆ ସହାୟତା ପ୍ରଦାନ କଟକଣାକୁ କୋହଳ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ ଓ ସେପ୍ଟେମ୍ବର ୧ ତାରିଖ ବଦଳରେ ଏଣିକି କେଣସି ସମୟରେ ସହାୟତା ମିଳିବ। ଅର୍ଥାତ୍‌ ଚାଷୀମାନଙ୍କ ଆବଶ୍ୟକତା ଦେଖି ରାଜ୍ୟ ସରକାର ସହାୟତା ରାଶି ପ୍ରଦାନ କରିବେ।

ଆଜି ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୩ ଟି ବିଭାଗର ୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+