ପ୍ରକାଶ ପାଇଲା ବିଜ୍ଞପ୍ତି, ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’

ମାଦକ ଦ୍ରବ୍ୟରେ ସାମିଲ୍ ହେଲା 'ଭାଙ୍ଗ' ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର "ଭାଙ୍ଗ" ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି।

bhang

ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏହାକୁ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଔଷଧ ଭାବରେ ବ୍ୟବ‌ହାର କରାଯାଏ ।ଫଳରେ ଏହା ବିଶୃଙ୍ଖଳା, ଶତ୍ରୁତା, ବିକୃତି, ମତିଭ୍ରମ ଏବଂ ଚିନ୍ତା ଶକ୍ତି ହରାଇବାର କାରଣ ହୋଇଥାଏ।

ପୁରାଣ ଯୁଗରୁ ଭାଙ୍ଗର ପ୍ରଚଳନ ଭାରତରେ ଅଛି ଓ ଏହା ଉତ୍ତର ଭାରତୀୟ ସଂସ୍କୃତିର ଏକ ଅଂଶ । ସାଧୁମାନେ ଏହାର ଉତ୍ତେଜକ ଗୁଣକୁ ବ୍ୟବ‌ହାର କରି ଭଗବାନ ସାନ୍ନିଧ୍ୟ ପାଇବା ନିମନ୍ତେ ଅଧିକ ଧ୍ୟାନ ରତ ହୁଅନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+