ବିଧାନସଭା ଅଧିବେଶନରେ ପ୍ରତ୍ୟେକ ପ୍ରଶ୍ନର ଠିକ୍ ଉତ୍ତର ଦେବେ ସରକାର

ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ । ଅଧିବେଶନ ପୂର୍ବରୁ ବିଭାଗୀୟ ସଚିବଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା । ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ସଜାଗ ରହିବାକୁ କହିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଚିଠିରେ କୁହାଯାଇଛି, ବିଧାନସଭାରେ ଉଠାଯାଇଥିବା ସମସ୍ତ ପ୍ରସଙ୍ଗର ଉତ୍ତର ସଠିକ୍ ଭାବେ ରଖିବେ ବିଭାଗୀୟ ସଚିବ। ବିଧାନସଭା ସମୟରେ ସମସ୍ତ ସଚିବ ସଦର ମହକୁମାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ।

governmen

ଏହି ସମୟରେ ସଚିବମାନେ ବିଦେଶ ଯାତ୍ରାରୁ ନିବୃତ୍ତ ରହିବେ । ରାଜ୍ୟ ବାହାରକୁ ଗସ୍ତ ମଧ୍ୟ ଯଥା ସମ୍ଭବ ସୀମିତ ରଖିବାକୁ ଚିଠିରେ କୁହାଯାଇଛି। ବିଧାନସଭା ପ୍ରଶ୍ନ ମୁଲତବି ପ୍ରସ୍ତାବ, ଧ୍ୟାନ ଆକର୍ଷଣକାରୀ ପ୍ରସ୍ତାବ ଗୁଡିକର ଉତ୍ତର ପାଇଁ ଆବଶ୍ୟକ ତଥ୍ୟ କ୍ଷେତ୍ର କର୍ମଚାରୀମାନେ ଯୋଗାଉଥିବାରୁ ସେମାନେ ସଦର ମହକୁମାରେ ଉପସ୍ଥିତ ରହିବା ବାଞ୍ଛନୀୟ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ସେହିପରି ବିଧାନସଭା ସମୟରେ ବିଭାଗୀୟ ସଦର ମହକୁମା କିମ୍ବା ସଚ୍ଚିବାଳୟ ସ୍ତରରେ କୌଣସି ସଭା ଡକାଇ ପାରିବେନି। ସଭା ବଦଲରେ ଭିଡିଓ କନଫରେନ୍ସିଂ ଜରିଆରେ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+