ହାଇକୋର୍ଟ ଦେଲେ ନିର୍ଦ୍ଦେଶ, ପାରାଦୀପରେ ଅଟକିଲ ଚୀନ ଜାହାଜ

ପାରାଦୀପ ପୋର୍ଟରେ ଅଟକ ରହିଛି ଚୀନ୍ ଜାହାଜ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଅଟକ ରଖିଛନ୍ତି କୁଜଙ୍ଗ ସବଜଜ୍। ଗତକାଲି ଜର୍ଜିଆରୁ ଆମୋନିୟମ ନାଇଟ୍ରେଟ୍ ନେଇ ପାରାଦୀପ ଆସିଥିଲା MV ZHE HAI- 505 ନାମକ ଚୀନ୍ ଜାହାଜ।

High Court ordered

ଏହି ଚୀନ ଜାହାଜର ମାଲିକ ଓଡ଼ିଶାର ଏକ କମ୍ପାନୀରୁ ପ୍ରାୟ କୋଟିଏ ଟଙ୍କା ବକେୟା ଦେଇ ନଥିବା ଅଭିଯୋଗ ରହିଛି। ଏନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି କମ୍ପାନୀ। ଗତକାଲି ଏହି ଜାହାଜଟି ପାରାଦୀପ ବନ୍ଦରର NOJ ବର୍ଥରେ ଲାଗିବା ପରେ ଅଟକ ରଖିଥିଲେ କୁଜଙ୍ଗ ସବଜଜ୍। କୋର୍ଟଙ୍କ ଆଦେଶ ନ ଆସିବା ଯାଏ ପାରାଦୀପ ବନ୍ଦରରେ ଜାହାଜ ଅଟକି ରହିବ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ ପାରାଦୀପ ପୋର୍ଟରୁ ଏକ ବିଦେଶୀ ଜାହାଜରୁ କୋକେନ ଜବତ ହେବା ପରେ ୮ ମାସ ହେବ ଅଟକି ରହିଛି ଏହି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+