ଆସନ୍ତା ୧୯ରେ ଶ୍ରୀଅଙ୍ଗରେ ବ୍ୟବହୃତ ଅଳଙ୍କାର ଗଣତିମଣତି, ରାଜ୍ୟ ସରକାରଙ୍କ ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ସମ୍ପାଦନ କରାଯିବ

ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଶ୍ରୀଅଙ୍ଗରେ ବ୍ୟବହୃତ ଏବଂ ସ୍ନାନ ପୂର୍ଣ୍ଣିମା ଅବସରରେ ଉଲାଗି ହୋଇଥିବା ଅଳଙ୍କାରାଦିର ଗଣତି ଆସନ୍ତା ୧୯ ତାରିଖରେ ଗୋଟିଏ ଦିନ ପାଇଁ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ସୂଚନା ଦେଇଛନ୍ତି । ଏହି ଗଣତି କାର୍ଯ୍ୟ ରାଜ୍ୟ ସରକାରଙ୍କ ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ସମ୍ପାଦନ କରାଯିବ ।

The inventory

ଭିତର ରତ୍ନଭଣ୍ଡାରରେ ଗଚ୍ଛିତ ଅବଶିଷ୍ଟ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟର ତାରିଖ ପରବର୍ତ୍ତୀ ସମୟରେ ଅବଗତ କରାଯିବ । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ସୂଚାରୁ ସମ୍ପାଦନ ପାଇଁ ପୂର୍ବଭଳି ସମସ୍ତ ସେବାୟତ ଏବଂ ସଦସ୍ୟମାନଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟ ପ୍ରଶାସକ ।

ସୂଚନାଥାଉକି, ଗତ ମେ ୨୩ ତାରିଖଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟ ସ୍ଥଗିତ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+