ମହାପ୍ରଭୁଙ୍କ ଜବରଦଖଲ ଜମି ଉପରେ ଫଳକ ମାରିଲା ମନ୍ଦିର ପ୍ରଶାସନ

ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜବରଦଖଲ ଘଟଣାରେ ଜବରଦଖଲକାରୀଙ୍କୁ ଝଟକା ଲାଗିଛି । ଜବରଦଖଲ ହୋଇଥିବା ଜମି ଉପରେ ଫଳକ ମାରିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ନିଜସ୍ଵ ଭୂସମ୍ପତ୍ତି ବୋଲି ଫଳକ ଲଗାଇ ସ୍ପଷ୍ଟ କରିଛି ଶ୍ରୀମନ୍ଦିର ପ୍ରଶାସନ ।

jagnnath temple

ଅନଧିକାର ପ୍ରବେଶ ଆଇନ୍ ଅନୁଯାୟୀ ଦଣ୍ଡନୀୟ ଅପରାଧ ବୋଲି ସୂଚନା ଫଳକରେ ଉଲ୍ଲେଖ କରାଯାଇଛି । ଗୁଣ୍ଡିଚା ମନ୍ଦିର ନିକଟ ତାଳବଣିଆ ମୌଜା ଖାତା ନମ୍ବର୍ ୭୯୧ର ୬ଟି ପ୍ଲଟର ପ୍ରାୟ ୫୦ ଡେସିମିଲି ଜାଗାକୁ ତାର ବାଡ଼ ବୁଲାଇ ଜବରଦଖଲ କରାଯାଇଥିଲା । କୁମ୍ଭାରପଡ଼ା ଥାନାରେ ଏହା ବିରୋଧରେ ଏତଲା ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+