ଆସିଲା ବିଜେପି ପ୍ରାର୍ଥୀ ତାଲିକା ସାଲେପୁରରୁ ଅରିନ୍ଦମ, ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଟିକେଟ
ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି।

ଏଥିରେ ତେଲକୋଇରୁ ଫକିର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାୟକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ଟିକେଟ ମିଳିଛି।












Click it and Unblock the Notifications