ଭଙ୍ଗା ହେଲା ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ତାଲା

ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା, ଆଉ ସୂଚନା ମୁତାବକ ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫ ଜଣିଆ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

ratn bhandar

ତେବେ ବାହାର ରତ୍ନଭଣ୍ଡାରରେ ଥିବା ଅଳଙ୍କାରକୁ ସିନ୍ଦୁକରେ ରଖାଯାଉଛି । ସୂଚନାଯୋଗ୍ୟ ଯେ, ଆଜି ପୁରୀ ଶ୍ରୀମନ୍ଦିରରେ ଖୋଲୁଛି ରତ୍ନଭଣ୍ଡାର । ରତ୍ନଭଣ୍ଡାର ତଦାରଖ କମିଟିର ସଦସ୍ୟମାନେ ମନ୍ଦିର ଭିତରକୁ ଯାଇସାରିଛନ୍ତି । ରତ୍ନ ସବୁକୁ ସାଇତିବା ପାଇଁ ୬ଟି ସିନ୍ଦୁକକୁ ମଧ୍ୟ ମନ୍ଦିର ଭିତରକୁ ନିଆଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+