ଫେରିଲେ ପ୍ରଭୁ, ଆଜିଠୁ ପୁଣି ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା

ସରିଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା । ରତ୍ନବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ଭକ୍ତଙ୍କ ଗହଳି । ଘୋଷଯାତ୍ରାର ୧୨ ଦିନର ଲୀଳାଖେଳା ପରେ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରିଛନ୍ତି । ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରିଛନ୍ତି ।

Nilachal Abadha

ଆଜିଠୁ ରତ୍ନ ସିଂହାସନରୁ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେବେ ତିନି ଠାକୁର । ଏତେ ଦିନ ଧରି ମାନ କରି ରହିଥିବା ମା' ଲକ୍ଷ୍ମୀ ସାଆନ୍ତାଣିଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିଛନ୍ତି ବିଶ୍ବନିୟନ୍ତା ଶ୍ରୀଜଗନ୍ନାଥ । ନୀଳାଦ୍ରି ବିଜେ ଅବସରରେ ଏହା ହେଉଛି ଅନନ୍ୟ ପରମ୍ପରା । ପ୍ରଥମେ ରସଗୋଲା ଖୁଆଇ ମାନଭଞ୍ଜନ କଲା ପରେ ମହାପ୍ରଭୁ ରତ୍ନବେଦୀରେ ବିରାଜମାନ କରନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+