୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ, ୮୩ଟି କେନ୍ଦ୍ରରେ ହେବ ପରୀକ୍ଷା

ଆସନ୍ତା ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ।୨୧ ତାରିଖରୁ ଏହା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

Matric supplementary exam

ଏସ୍‌ଓଏସ୍‌ସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+