ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ରତ୍ନଭଣ୍ଡାର ବୈଠକ ଆରମ୍ଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ରତ୍ନଭଣ୍ଡାର ବୈଠକ ଆରମ୍ଭ ହୋଇଛି । ଲୋକସେବା ଭବନ ତୃତୀୟ ମହଲାରେ ବୈଠକ ବସିଛି । ବୈଠକରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଅନୁଗର୍ଗ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହିଛନ୍ତି । ବୈଠକରେ ରତ୍ନଭଣ୍ଡାର ଗଣତି ମଣତି ଏସଓପି ଉପରେ ମୋହର ଲାଗିପାରେ । କେବେ ରତ୍ନଭଣ୍ଡାର ଗଣତି ମଣତି ହେବ ସେନେଇ ତାରିଖ ଚୂଡ଼ାନ୍ତ ହୋଇପାରେ ହୋଇପାରେ । କିଛି ସମୟ ପୂର୍ବରୁ ଆଇନ ମନ୍ତ୍ରୀ ମଧ୍ୟ ବୈଠକ ନେଇଥିଲେ ।

cm
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+