ବିଧାନସଭାରେ ବଡ ସୂଚନା ଦେଲେ ମନ୍ତ୍ରୀ, କହିଲେ ୫ ବର୍ଷରେ ୨୮ କୋଟି ଟଙ୍କାର ଦୁର୍ନୀତି

୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି । ଦାରିଦ୍ର୍ୟ ଦୂରୀକରଣ ନାଁରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ହରିଲୁଟ ହୋଇଥିବା ଗୃହରେ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି ।

rabi naik

୨୦୨୧-୨୨ରେ ଆର୍ଥିକ ବର୍ଷରେ ୨୮୧୪ ମାମଲାରେ ୪ କୋଟି ୨୮ ଲକ୍ଷ ୧୬ ହଜାର ଦୁର୍ନୀତି ହୋଇଥିବା ବେଳେ ୨୦୨୨-୨୩ରେ ୩୮ଟି ମାମଲାରେ ୯କୋଟି ୧୭ ଲକ୍ଷ ଟଙ୍କା ଦୁର୍ନୀତି ହୋଇଛି। ୨୦୨୩-୨୪ରେ ୨୦୩୮ମାମଲା ୧କୋଟି ୮୬ ଲକ୍ଷ ୬୦ ହଜାର ହଡ଼ପ କରାଯାଇଥିବା ମନ୍ତ୍ରୀ ନାୟକ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+