ରତ୍ନ ଭଣ୍ଡାରକୁ ନେଇ ବଡ ସୂଚନା ଦେଲେ ମନ୍ତ୍ରୀ; କହିଲେ ଭିତରେ ନାହିଁ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ

ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବନ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ। ନୂଆବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେବ ବୋଲି ମନ୍ତ୍ରୀ କହିଛନ୍ତି। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭିଡ଼ ରହିଛି, ଏହା ପରେ ମରାମତି କାର୍ଯ୍ୟ ଆରମ୍ଭ ହେବ।

Prithviraj Harichandan

ରତ୍ନଭଣ୍ଡାର ମଧ୍ୟରେ ଫାଟ ରହିଛି । ତେବେ କାର୍ତ୍ତିକ ମାସ ପରେ ଏକ ମାସ ଧରି ଏଏସ୍‌ଆଇ
ରତ୍ନଭଣ୍ଡାରର କାମ କରିବ। ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି କରାଯିବ । ତେବେ ପୁରୁଣା ତାଲିକା ସହ ମ୍ୟାଚ୍‌ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+