ମନ୍ତ୍ରୀ ଦେଲେ ବଡ ସୂଚନା ; ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ

ବଡ ସୂଚନା ଦେଲେ ମନ୍ତ୍ରୀ ।ଏଣିକି ସ୍ୱର୍ଗଦ୍ୱାରରେ ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଏ। ଏହାଦ୍ୱାରା କାଠ ବଦଳରେ ଗୋବରରେ ତିଆରି କାଠରେ ଶବ ଦାହ ହେବ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଖୁବ ଶୀଘ୍ର ବିଚାର ବିମର୍ଶ କରି ସ୍ୱର୍ଗଦ୍ୱାରରୁ ଏହି ପଦକ୍ଷେପ ନେବେ ସରକାର | ଏହା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

gokulanandamallik

ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଏ। ଏହାଦ୍ୱାରା କାଠ ବଦଳରେ ଗୋବରରେ ତିଆରି କାଠରେ ଶବ ଦାହ ହେବ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଖୁବ ଶୀଘ୍ର ବିଚାର ବିମର୍ଶ କରି ସ୍ୱର୍ଗଦ୍ୱାରରୁ ଏହି ପଦକ୍ଷେପ ନେବେ ସରକାର| ଏହା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ସେ ଆହୁରି କହିଛନ୍ତି, ଯେଉଁମାନେ ପରିଚାଳନା ଦାୟିତ୍ୱରେ ଅଛନ୍ତି ସେମାନଙ୍କ ସହ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ | ଗୋ ମୁତ୍ର ଓ ଗୋବରର ସଦୁପଯୋଗ ପାଇଁ ସରକାର ଚିନ୍ତା କରୁଛନ୍ତି | ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ବି ସରକାର ଗୁରୁତ୍ଵ ଦେଉଛନ୍ତି | ଗୋ ସୁରକ୍ଷା, ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ କମିଟି ଗଠିତ ହେବ| ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+