ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ମନ୍ତ୍ରୀ

ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା। ବାଲେଶ୍ବର ଜିଲ୍ଲା ଉଦୟପୁର ଏବଂ ସହାବାଜିପୁରରେ ପଶ୍ଚିମବଙ୍ଗ ସରକାରର ରାଜସ୍ୱ ମନ୍ତ୍ରୀଙ୍କ ଅନୁପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ପ୍ରତିକ୍ରିୟା ଏଭଳି କହିଛନ୍ତି ।

suresh pujari

ରାଜ୍ୟରେ ସୀମାକୁ ନେଇ ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ସହିତ ଅଛି। ମୁଁ ଜିଲ୍ଲା ଗସ୍ତ କରି ଅଧିକାରୀଙ୍କ ସହ ଆଲୋଚନା କରିଛି। ଛତିଶଗଡ଼ ଏବଂ ଝାରଖଣ୍ଡ ସହ ବିଶେଷ ସମସ୍ୟା ନାହିଁ । କିନ୍ତୁ ଆଶ୍ଚର୍ଯ୍ୟ, ଓଡ଼ିଶା ଗଠନରୁ ଆଜି ଯାଏଁ ବାଲେଶ୍ଵରରେ ସୀମା ଚିହ୍ନଟ ହୋଇନାହିଁ। ରାଜସ୍ବ ବିଭାଗ ପଶ୍ଚିମ ବଙ୍ଗ ସରକାରଙ୍କ ସହ ଅଛି। ସହାର୍ଦ୍ଧଧ୍ୟ୍ୟ ପୂର୍ଣ୍ଣ ବାତାବରଣ ଭିତରେ ସୀମା ଚିହ୍ନଟ ହେବ। ଆଲୋଚନା ଆରମ୍ଭ ହେଲାଣି। ପଶ୍ଚିମବଙ୍ଗ ରାଜସ୍ବ ଅଧିକାରୀ ସହ ଓଡ଼ିଶାର ରାଜସ୍ବ ଅଧିକାରୀ ଫିଲଡ ଭିଜିଟ କରି ସୀମା ଚିହ୍ନଟ ହେବ। ଏ ସରକାର ବିନା ବିବାଦରେ ସୀମା ଚିହ୍ନଟ ସମସ୍ୟାର ସମାଧାନ କରିବ। ପଶ୍ଚିମବଙ୍ଗ ସରକାର ଅସଭ୍ୟ ସରକାର।

ଦେଶରେ ସମସ୍ୟା ସୃଷ୍ଟି କରୁଛି ପଶ୍ଚିମବଙ୍ଗ। ଆଳୁ ସମସ୍ୟା ସୃଷ୍ଟି କଲେ, ଅନୁପ୍ରବେଶ କରାଉଛି, ନାଗରିକତା ଆଇନକୁ ଲାଗୁ କଲେନି ପଶ୍ଚିମବଙ୍ଗ ସରକାର। ଆୟୁଷ୍ମାନ ଯୋଜନା ଲାଗୁ କଲେ ନାହିଁ। ଗଣତନ୍ତ୍ରରେ ଏହା ଦୁର୍ଭାଗ୍ୟ। ବିବାଦ ତିଆରି କରିବାର କାମ କରୁଛି। ଝଗଡ଼ା ତିଆରି କରିବାର କାମ କରୁଛି ପଶ୍ଚିମବଙ୍ଗ। ସେମାନଙ୍କର ପାଠ ପଢ଼ିବାର ଆବଶ୍ୟକତା ଅଛି। ଓଡ଼ିଶା ସରକାର ତାଙ୍କୁ ପାଠ ପଢ଼ାଇବ ରାସ୍ତା ଦେଖାଇବ। ଜବରଦସ୍ତିକୁ କିଏ ଖାତିର କରୁଛି। ପଶ୍ଚିମବଙ୍ଗ ସରକାର ଖୁଣ୍ଟ ପୋତିଲେ ଓଡ଼ିଶା ଲୋକ ଉପାଡ଼ି ଫିଙ୍ଗିବେ। ରାଜସ୍ବ ବିଭାଗକୁ ଲୋକ ସହଯୋଗ କରୁଛନ୍ତି। ଓଡ଼ିଶା ସାରା ଦେଶକୁ ରାସ୍ତା ଦେଖାଉଛି, ପଶ୍ଚିମବଙ୍ଗ ସରକାରକୁ ରାସ୍ତା ଦେଖାଇବାକୁ ବେଶି ସମୟ ଲାଗିବନି।

ସେ କହିଛନ୍ତି, ରାଜ୍ୟରେ ସୀମାକୁ ନେଇ ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ସହିତ ଅଛି। ମୁଁ ଜିଲ୍ଲା ଗସ୍ତ କରି ଅଧିକାରୀଙ୍କ ସହ ଆଲୋଚନା କରିଛି। ଛତିଶଗଡ଼ ଏବଂ ଝାରଖଣ୍ଡ ସହ ବିଶେଷ ସମସ୍ୟା ନାହିଁ । କିନ୍ତୁ ଆଶ୍ଚର୍ଯ୍ୟ, ଓଡ଼ିଶା ଗଠନରୁ ଆଜି ଯାଏଁ ବାଲେଶ୍ଵରରେ ସୀମା ଚିହ୍ନଟ ହୋଇନାହିଁ। ରାଜସ୍ବ ବିଭାଗ ପଶ୍ଚିମ ବଙ୍ଗ ସରକାରଙ୍କ ସହ ଅଛି। ସହାର୍ଦ୍ଧଧ୍ୟ୍ୟ ପୂର୍ଣ୍ଣ ବାତାବରଣ ଭିତରେ ସୀମା ଚିହ୍ନଟ ହେବ। ଆଲୋଚନା ଆରମ୍ଭ ହେଲାଣି। ପଶ୍ଚିମବଙ୍ଗ ରାଜସ୍ବ ଅଧିକାରୀ ସହ ଓଡ଼ିଶାର ରାଜସ୍ବ ଅଧିକାରୀ ଫିଲଡ ଭିଜିଟ କରି ସୀମା ଚିହ୍ନଟ ହେବ। ଏ ସରକାର ବିନା ବିବାଦରେ ସୀମା ଚିହ୍ନଟ ସମସ୍ୟାର ସମାଧାନ କରିବ। ପଶ୍ଚିମବଙ୍ଗ ସରକାର ଅସଭ୍ୟ ସରକାର। ଦେଶରେ ସମସ୍ୟା ସୃଷ୍ଟି କରୁଛି ପଶ୍ଚିମବଙ୍ଗ। ଆଳୁ ସମସ୍ୟା ସୃଷ୍ଟି କଲେ, ଅନୁପ୍ରବେଶ କରାଉଛି, ନାଗରିକତା ଆଇନକୁ ଲାଗୁ କଲେନି ପଶ୍ଚିମବଙ୍ଗ ସରକାର। ଆୟୁଷ୍ମାନ ଯୋଜନା ଲାଗୁ କଲେ ନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+