E-KYCକୁ ନେଇ ବଡ ଘୋଷଣା କଲେ ମନ୍ତ୍ରୀ, କହିଲେ ବ୍ୟସ୍ତ ହେବାର ନାହିଁ ପର୍ଯ୍ୟାପ୍ତ ସମୟ ମିଳିବ

E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।

Krishnachandra Patra

ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ ଅଯୋଗ୍ୟଙ୍କ ପାଇଁ ରହିଛି। ସାମିଲ ହୋଇଥିବା କେହି ବି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି। ପରିବାରର କେହି ବାହାରେ ଥିଲେ, ଆରାମରେ ଆସି E-KYC କରିପାରିବେ। ସମସ୍ତ E-KYC ଯାଞ୍ଚ ସରିବା ପରେ ଏହି ପ୍ରକ୍ରିୟା ବନ୍ଦ କରାଯିବ ବୋଲି ସେ କହିଛନ୍ତି।

ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପଡେଟ୍‌ କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+