ବଡ ଘୋଷଣା କଲେ ମନ୍ତ୍ରୀ; ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା

ବଡ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । କହିଲେ ଖୁବ୍‌ଶୀଘ୍ର ଲାଗୁ ହେବ ପୌଷ୍ୟ ସନ୍ତାନ ଯୋଜନା । ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ବ ନେଲେ ରାଜ୍ୟ ସରକାର ।ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା ।

suresh pujari

ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ' । ସିଏସ୍‌ଆର ପାଣ୍ଠିର ବିନିଯୋଗରେ ମାଗଣା ଶିକ୍ଷାଦାନ କରାଯିବ'। ଏନେଇ ଜିଲ୍ଲାପାଳଙ୍କ ନେତୃତ୍ବରେ ଏକ କମିଟି ଗଠନ କରାଯାଇଛି' । କମିଟିରେ MCL କର୍ତ୍ତୃପକ୍ଷ, ମହିଳା ଓ ଶିଶୁ ବିକାଶ ଅଧିକାରୀ ରହିବେ' । ଜିଲ୍ଲା ଶିକ୍ଷାଧିକାରୀ କମିଟିରେ ରହିବେ, ଏହାକୁ ନେଇ ଟ୍ରଷ୍ଟ ବୋର୍ଡ ହେବ' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+